ନୂଆଦିଲ୍ଲୀ ୧୦/୦୨, ଆଜି ମୁହାଁମୁହିଁ ହେବେ ଭାରତ ଅଷ୍ଟ୍ରେଲିଆ । ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ଦଳ ଅଲଆଉଟ ହୋଇଥିଲା । ରବିନ୍ଦ୍ର ଜାଡେଜା ଓ ଅଶ୍ବିନୀଙ୍କ ସ୍ପିନକୁ ସାମ୍ନା କରିପାରିନଥିଲା କଙ୍ଗାରୁ ଟିମ୍ । ଫଳରେ ପ୍ରଥମ ଦିନରେ ୬୩ ଓଭର ୫ଟି ବଲ ଖେଳି ୧୭୭ ରନରେ ଅଲଆଉଟ ହୋଇଥିଲା ଅଷ୍ଟ୍ରେଲିଆ । ଦଳ ପକ୍ଷରୁ ଲାବୁସାନେ ୪୯ ରନ କରିଥିବା ବେଳେ, ଷ୍ଟିଭ୍ ସ୍ମିଥ ୩୭, ଆଲେକ୍ସ କ୍ୟାରି ୩୬ ଓ ହାଣ୍ଡସକମ୍ବ ୩୧ ରନ କରିଥିଲେ । ଭାରତ ପକ୍ଷରୁ ରବିନ୍ଦ୍ର ଜାଡେଜା ସର୍ବାଧିକ ୫ଟି ଓ୍ବିକେଟ ଅକ୍ତିଆର କରିଛନ୍ତି । ଅଷ୍ଟ୍ରେଲିଆ ଅଲଆଉଟ ହେବା ପରେ ମଇଦାନକୁ ଓହ୍ଲାଇଥିବା ଭାରତ ଆରମ୍ଭରୁ ଦୃଢ଼ତାର ସହ ବ୍ୟାଟିଂ କରିଛି । ରୋହିତ ଶର୍ମା ଅର୍ଦ୍ଧଶତକ ହାସଲ କରିଛନ୍ତି । ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ଟିମ୍ ଇଣ୍ଡିଆ ଏକ ଓ୍ବିକେଟ ହରାଇ ୭୭ ରନ କରିଛି । ୨୦ ରନ କରି କେ.ଏଲ ରାହୁଲ ଆଉଟ ହୋଇଛନ୍ତି । ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ଅପରାଜିତ ଅଛନ୍ତି ରୋହିତ ଶର୍ମା ଓ ରବିଚନ୍ଦ୍ରନ ଅଶ୍ବିନୀ ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ