ମୁମ୍ବାଇ, ଆଇପିଏଲ 2021 ର ଦ୍ବିତୀୟ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲସ 7 ୱିକେଟରେ ଚେନ୍ନାଇ ସୁପର କିଙ୍ଗସକୁ ହରାଇ ବିଜୟ ହାସଲ କରିଛି । ଶିଖର ଧୱନ ଓ ପୃଥ୍ୱୀ ଶ’ଙ୍କ ବିସ୍ଫୋରକ ବ୍ୟାଟିଂ ଦିଲ୍ଲୀକୁ ଜିତାଇଛି । ସିଏସକେ 20 ଓଭରରେ 7 ୱିକେଟରେ 188 ରନ କରିଥିଵାବେଳେ ଦିଲ୍ଲୀ 18.4 ଓଭରରେ 3 ୱିକେଟ ହରାଇ 190 ରନ କରିଥିଲା । ମ୍ୟାଚରେ ସର୍ବାଧିକ ରନ କରି ଶିଖର ଧୱନ 85(54) ମ୍ୟାନ ଅଫ ଦ ମ୍ୟାଚ ହୋଇଥିଲେ ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST