ନିଉ ଦିଲ୍ଲୀ ୦୯/୦ ଅହମ୍ମଦାବାଦ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଆରମ୍ଭ ହେଲା ବର୍ଡର-ଗାଭାସ୍କର ଟ୍ରଫିର ଶେଷ ମ୍ୟାଚ୍ । ଟସ୍ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି । ଅଷ୍ଟ୍ରେଲିଆ ସମାନ ଟିମ୍ ସହ ମୈଦାନକୁ ଓହ୍ଳାଇଥିବା ବେଳେ ଭାରତ ଗୋଟିଏ ପରିବର୍ତ୍ତନ ସହ ପଡିଆକୁ ଓହ୍ଲାଇଛି । ସିରାଜଙ୍କ ବଦଳରେ ସାମି ଚୂଡାନ୍ତ ଏକାଦଶରେ ସାମିଲ ହୋଇଛନ୍ତି । ସିରିଜର ଏହା ଶେଷ ମ୍ୟାଚ୍ ହୋଇଥିବା ବେଳେ ଭାରତ ସିରିଜ କବଜା କରିବା ଲକ୍ଷ୍ୟରେ ମୈଦାନକୁ ଓହ୍ଲାଇଛି । ସେହିଭଳି ଅଷ୍ଟ୍ରେଲିଆ ଏହି ମ୍ୟାଚ୍ ଜିତି ସିରିଜ୍ ବରାବର କରିବା ଲକ୍ଷ୍ୟରେ ରହିଛି । ଭାରତ ପାଇଁ ଏହି ମ୍ୟାଚରେ ବିଜୟୀ ହେବା ବେଶ ଗୁରୁତ୍ୱପୂର୍ଣ୍ଣ । କାରଣ ଏହି ମ୍ୟାଚ୍ ଜିତିଲେ ସିଧାସଳଖ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନସିପର ଫାଇନାଲ ଟିକେଟ ହାତେଇବ ।
ବଢିଲା ଟୋଲ ଟିକସରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟିନିଜକୁ ଗୁଳି କରି ଆତ୍ମହତ୍ୟାଆମେରିକାରେ ଅନୁପ୍ରବେଶ କରୁଥିବା ୬ ଜଣଙ୍କ ମୃତ୍ୟୁକୋଟିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଜାଣନ୍ତୁ କେଉଁଦିନ ନଖ କାଟିବେ ନାହିଁ୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସ