ସିଡନୀ, ଗୁରୁବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ସିଡନୀ ଟେଷ୍ଟ ମ୍ୟାଚରେ ଏକ ବଡ ପରିବର୍ତ୍ତନ ଦେଖିବାକୁ ମିଳିଛି । ୧୪୪ ବର୍ଷର ଟେଷ୍ଟ ଇତିହାସରେ ପ୍ରଥମ ଥର ପାଇଁ ଜଣେ ମହିଳା ଟେଷ୍ଟ ମ୍ୟାଚରେ ଅମ୍ପାୟାରିଂ କରିଛନ୍ତି । ଅମ୍ପାୟାର ଜଣକ ହେଉଛନ୍ତି ୩୨ ବର୍ଷୀୟ କ୍ଲେର ପୋଲୋସାକ୍ । ସେ ଭାରତ ଓ ଅଷ୍ଟ୍ରେଲିଆ ଟେଷ୍ଟ ମ୍ୟାଚରେ ଚତୁର୍ଥ ଅମ୍ପାୟାରର ଭୂମିକା ବହନ କରିଛନ୍ତି। ଏହା ପୂର୍ବରୁ ଏହା ପୂର୍ବରୁ ପୋଲୋସାକ୍ ପୁରୁଷ ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚରେ ଅମ୍ପାୟାରିଂ କରି ଇତିହାସ ରଚିସାରିଛନ୍ତି । ଏନେଇ ତାଙ୍କୁ ଶୁଭେଚ୍ଛା ଜଣାଇଛି କ୍ରିକେଟ ଅଷ୍ଟ୍ରେଲିଆ ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ