ନୂଆଦିଲ୍ଲୀ, ଭାରତ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚତୁର୍ଥ ଟେଷ୍ଟରେ ଇଂଲଣ୍ଡକୁ ଏକ ଇନିଂସ ଓ ୨୫ ରନରେ ହରାଇଛି ଭାରତ । ୪ ଟିକିଆ ମ୍ୟାଚ ବିଶିଷ୍ଟ ଏହି ସିରିଜରେ ଭାରତ ୩-୧ରେ ବିଜୟୀ ହୋଇଛି । ଏହି ବିଜୟ ହାସଲ କରିବା ପରେ ଆଇସିସି ଟେଷ୍ଟ ଚାମ୍ପିୟନଶିପର ଫାଇନାଲରେ ପହଞ୍ଚିଛି ଟିମ ଇଣ୍ଡିଆ । ୪ର୍ଥ ଟେଷ୍ଟ ମ୍ୟାଚର ପ୍ରଥମ ଇନିଂସରେ ଇଂଲଣ୍ଡ ମାତ୍ର ୨୦୫ ରନ କରିଥିଲା ଏବଂ ଭାରତୀୟ ଦଳ ୩୬୫ ରନ କରି ୧୬୦ ରନ ଆଗରେ ରହିଥିଲା ।ମ୍ୟାଚର ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ୧୩୫ ରନ କରି ଅଲ ଆଉଟ ହୋଇଯାଇଛି । ଯାହା ଫଳରେ ଭାରତ ଗୋଟିଏ ଇନିଂସ ଏବଂ ୩୫ ରନରେ ବିଜୟ ହାସଲ କରିନେଇଛି । ମ୍ୟାଚରେ ବୋଲର ମାନଙ୍କର ଉଚ୍ଚକୋଟୀର ବୋଲିଂ ଦେଖିବାକୁ ମିଳିଥିଲା ଯେଉଁକାରଣରୁ ଭାରତକୁ ଏହି ସଫଳତା ମିଳିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍