ନୂଆଦିଲ୍ଲୀ, ପୂର୍ବତନ କ୍ରିକେଟର ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ପୁଣି ଥରେ ଅସୁସ୍ଥ ହୋଇପଡ଼ିଛନ୍ତି। ଛାତିରେ ଗଭୀର ଯନ୍ତ୍ରଣା ଅନୁଭବ କରିବାରୁ ଗାଙ୍ଗୁଲିଙ୍କୁ କୋଲକାତାର ଗୋଟିଏ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ଗତ ୨ ତାରିଖରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଉଡଳ୍ୟାଣ୍ଡର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଆଞ୍ଜିଓପ୍ଲାଷ୍ଟି ପରୀକ୍ଷା ପରେ ଗାଙ୍ଗୁଲିଙ୍କ ହାର୍ଟରେ ତିନୋଟି ବ୍ଲକେଜ ଥିବା ଜଣାପଡ଼ିଥିଲା । ତେବେ ୭ ତାରିଖରେ ସେ ସୁସ୍ଥ ହୋଇଯିବାରୁ ଘରକୁ ଫେରିଥିଲେ। ସେବେଠାରୁ ସେ ଘରେ ରହି ଚିକିତ୍ସିତ ହେଉଥିଲେ। ତେବେ ଆଜି ପୁଣିଥରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ