ସିଡ୍ନୀ, ୱାନଡେ ସିରିଜ ହାରିବା ପରେ ଟି-ୱେଣ୍ଟି ସିରିଜ ଜିତି ବିଦେଶରେ ସମ୍ମାନ ରକ୍ଷା କରିଛି ଭାରତ । ତୃତୀୟ ତଥା ଅନ୍ତିମ ଟି-୨୦ ମ୍ୟାଚ୍ରେ ଅଷ୍ଟ୍ରେଲିଆ ୧୨ ରନ୍ରେ ଭାରତକୁ ହରାଇ ସାନ୍ତ୍ୱନାମୂଳକ ବିଜୟ ହାସଲ କରିଛି । ପରାଜୟ ସତ୍ତ୍ୱେ ଭାରତ ତିନିମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍କୁ ୨-୧ରେ ଜିତି ନେଇଛି । ଏସ୍ସିଜିରେ ଖେଳାଯାଇଥିବା ଏହି ମ୍ୟଚ୍ରେ ମାଥ୍ୟୁ ୱେଡ୍ ଓ ଗ୍ଲେନ୍ ମ୍ୟାକ୍ସୱେଲ୍ଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୨୦ ଓଭରରେ ୫ଟି ୱିକେଟ୍ ହରାଇ ୧୮୬ ରନ୍ କରିଥିଲା । ଏହାର ଜବାବରେ ଭାରତ ୭ ୱିକେଟ୍ରେ ୧୭୪ ରନ୍ କରି ପରାଜୟ ହୋଇଥିଲା
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ