ଚେନ୍ନାଇ, ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ ଫେବୃଆରୀ ୫ରୁ ଆରମ୍ଭ ହେବାକୁ ଯାଉଛି । ସିରିଜର ପ୍ରଥମ ଦୁଇଟି ମ୍ୟାଚ ଚେନ୍ନାଇର ଚେପକ ଷ୍ଟାଡିୟମରେ ଖେଳାଯିବ ଏବଂ ଅନ୍ୟ ଦୁଇଟି ମ୍ୟାଚ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଷ୍ଟାଡିୟମରେ ଖେଳାଯିବ । ସିରିଜ ପୂର୍ବରୁ ଖେଳାଳିଙ୍କର ତିନି ଥର ଲେଖାଏଁ କରୋନା ଟେଷ୍ଟ କରାଯାଇଥିଲା । କ୍ୱାରେଣ୍ଟାଇନ ପରେ ଖେଳାଳୀମାନେ ଅଭ୍ୟାସ ପାଇଁ ପଡିଆକୁ ଓହ୍ଲାଇଛନ୍ତି ।
ସୂଚନା ଅନୁସାରେ, ଭାରତ ଏବଂ ଇଂଲଣ୍ଡ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବ । ତେବେ ସିରିଜର ପ୍ରଥମ ମ୍ୟାଚ ବିନା ଦର୍ଶକରେ ଖେଳାଯିବ ଏବଂ ଦ୍ୱିତୀୟ ମ୍ୟାଚରେ ୫୦ ପ୍ରତିଶତ ଲୋକଙ୍କୁ ଦେଖିବାକୁ ଅନୁମତି ମିଳିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍