ଭାରତୀୟ କ୍ରିକେଟ ଜଗତର ଅଧିନାୟକ ବିରାଟ କୋହଲି ଓ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ଖୁବ୍ ଶ୍ରୀଘ୍ର ନିଜ ପ୍ରଶଂସକଙ୍କୁ ଖୁସି ଖବର ଦେବାକୁ ଯାଉଛନ୍ତି । ଏନେଇ ଉଭୟ ନିଜ ନିଜ ସୋସିଆଲ ଆକାଉଣ୍ଟରେ ସେୟାର ମଧ୍ୟ କରିଛନ୍ତି । କହିଛନ୍ତି ଯେ, ୨୦୨୧ ରେ ସେମାନେ ଦୁଇ ରୁ ତିନି ହେବାକୁ ଯାଉଛନ୍ତି । ସୂଚନା ଥାଉକି, ୨୦୧୭ ଡିସେମ୍ବର ମାସରେ ସେମାନଙ୍କ ବିବାହ ହୋଇଥିଲା । ଏହି ଖୁସି ଖବର ପାଇବା ପରେ ସେମାନଙ୍କ ପ୍ରଶଂସକଙ୍କ ମନରେ ଉତ୍ସାହ ଦେଖିବାକୁ ମିଳୁଛି ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା