ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା: ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା 

  • Post category:ଓଡିଶା
  • Reading time:1 mins read

ମାଟ୍ରିକ ପରୀକ୍ଷା ନେଇ ତାରିଖ ଘୋଷଣା କଲା ବୋର୍ଡ । ଆସନ୍ତା ଫେବୃଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ୨୦୨୩-୨୪ ଶିିକ୍ଷାବର୍ଷର ମାଟ୍ରିକ ପରୀକ୍ଷା ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ ।

Continue Readingମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା: ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା