ଆଜିଠୁ ମାଟ୍ରିକ୍ ଖାତା ଦେଖା ଆରମ୍ଭ

  • Post category:ଓଡିଶା
  • Reading time:1 mins read

ଆଜିଠାରୁ ଆରମ୍ଭ ହେଉଛି ମାଟ୍ରିକ୍ ବୋର୍ଡ ପରୀକ୍ଷା ଖାତା ମୂଲ୍ୟାୟନ। ମାଟ୍ରିକ୍ ସହ ମଧ୍ୟମା ଓ ଷ୍ଟେଟ୍ ଓପନ୍ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଖାତା ଦେଖା ମଧ୍ୟ ଆରମ୍ଭ ହେବ। ପରୀକ୍ଷାର୍ଥୀଙ୍କ ଉତ୍ତର ଖାତା ମୂଲ୍ୟାୟନ ପାଇଁ ପ୍ରାୟ ୧୫ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷକ ନିୟୋଜିତ ହୋଇଛନ୍ତି।

Continue Readingଆଜିଠୁ ମାଟ୍ରିକ୍ ଖାତା ଦେଖା ଆରମ୍ଭ

ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା: ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା 

  • Post category:ଓଡିଶା
  • Reading time:1 mins read

ମାଟ୍ରିକ ପରୀକ୍ଷା ନେଇ ତାରିଖ ଘୋଷଣା କଲା ବୋର୍ଡ । ଆସନ୍ତା ଫେବୃଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ୨୦୨୩-୨୪ ଶିିକ୍ଷାବର୍ଷର ମାଟ୍ରିକ ପରୀକ୍ଷା ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ ।

Continue Readingମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା: ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା