ରାଜ୍ୟରେ କୋହଲା ପାଗକୁ ବର୍ଷା, ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

  • Post category:ଓଡିଶା
  • Reading time:1 mins read

ରାଜ୍ୟର ଅଧିକାଂଶ ସ୍ଥାନରେ କୋହଲା ପାଗ କାରଣରୁ ଶୀତର ପ୍ରକୋପ ବଢିବାରେ ଲାଗିଛି । ଗତକାଲି ଭୁବନେଶ୍ୱର ସମେତ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ହୋଇଥିବାବେଳେ ପାଣିପାଗ ବିଭାଗ ପକ୍ଷରୁ ଦକ୍ଷିଣ ଓଡ଼ିଶାର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା ।

Continue Readingରାଜ୍ୟରେ କୋହଲା ପାଗକୁ ବର୍ଷା, ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି