ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବ ଉପରେ ଲାଗିଲା ମୋହର 

  • Post category:ଓଡିଶା
  • Reading time:1 mins read

ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବ ଉପରେ ଲାଗିଛି ମୋହର । ଏନେଇ ମୁଖ୍ୟ ଶାସନ ସଚିବ ପିକେ ଜେନା ସୂଚନା ଦେଇଛନ୍ତି । କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ମୁତାବକ କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ଗଜପତି ଭଳି ୬ଟି ଜିଲ୍ଲାରେ ସ୍ଥାୟୀ କଫି ଚାଷ କାର୍ଯ୍ୟକାରୀ କରାଯିବ |

Continue Readingରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବ ଉପରେ ଲାଗିଲା ମୋହର