ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କଲେ ଦେବାଶିଷ ଓ ଶୁଭାଶିଷ 

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ। ପ୍ରାର୍ଥୀପତ୍ର ଦାଖଲ ସମୟରେ ବିଧାନସଭାରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିକ୍ରମ ଆରୁଖ୍, ନିରଞ୍ଜନ ପୂଜାରୀ, ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, ବିଧାୟକ ଅରୁଣ ସାହୁ, ପ୍ରତାପ ଜେନା, ଉମାକାନ୍ତ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ।

Continue Readingମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କଲେ ଦେବାଶିଷ ଓ ଶୁଭାଶିଷ