୨୦୨୪ ନିର୍ବାଚନ ପାଇଁ ଓଡ଼ିଶା ମୁହାଁ ବିଜେପିର ତିନି ବରିଷ୍ଠ ନେତା 

  • Post category:ଓଡିଶା
  • Reading time:1 mins read

୨୦୨୪ ନିର୍ବାଚନ ପାଇଁ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ଦଳର ବରିଷ୍ଠ ନେତା ତଥା ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ। ସେ ଓଡ଼ିଶାର କଟକ ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରରେ ସମୀକ୍ଷା କରିବେ।

Continue Reading୨୦୨୪ ନିର୍ବାଚନ ପାଇଁ ଓଡ଼ିଶା ମୁହାଁ ବିଜେପିର ତିନି ବରିଷ୍ଠ ନେତା