ମେ’ ୬ରୁ ଓଜେଇଇ ପରୀକ୍ଷା ଆରମ୍ଭ: ୩୩ଟି କେନ୍ଦ୍ରରେ ହେବ ପରୀକ୍ଷା
ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ବର୍ଷ ମେ’ ୬ରୁ ଓଜେଇଇ ପରୀକ୍ଷା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ।