ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି; ୪ ସପ୍ତାହ ପାଇଁ ମିଳିଲା ଜାମିନ

ଆନ୍ଧ୍ରପ୍ରଦେଶ: ଦକ୍ଷତା ବିକାଶ ମାମଲାରେ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଡିପି ମୁଖ୍ୟ ଏନ୍‌. ଚନ୍ଦ୍ରବାବୁ ନାଇଡୁଙ୍କୁ ଚାରି ସପ୍ତାହ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ଏନେଇ ହାଇକୋର୍ଟର ଓକିଲ ସୁନକାରା କୃଷ୍ଣମୂର୍ତ୍ତି ଏହି ସୂଚନା ଦେଇଛନ୍ତି।…

Continue Readingପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି; ୪ ସପ୍ତାହ ପାଇଁ ମିଳିଲା ଜାମିନ