ମୟୂରଭଞ୍ଜ ଗସ୍ତରେ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

  • Post category:ଓଡିଶା
  • Reading time:1 mins read

ଗଞ୍ଜାମ, କେନ୍ଦ୍ରାପଡ଼ା ପରେ ମୟୂରଭଞ୍ଜ ଗସ୍ତରେ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଜିଲ୍ଲାର କେତେ ବିକାଶ ହୋଇଛି ସମୀକ୍ଷା ପାଇଁ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରି ନୂଆ- ଯୁବ ଓଡ଼ିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ପାଣ୍ଡିଆନ।

Continue Readingମୟୂରଭଞ୍ଜ ଗସ୍ତରେ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ସାହାରା ଗ୍ରୁପ ଅଧ୍ୟକ୍ଷ ସୁବ୍ରତ ରାୟଙ୍କ ପରଲୋକ 

ଭାରତର ଅନ୍ୟତମ ପ୍ରମୁଖ ବ୍ୟବସାୟୀ ସାହାରା ଇଣ୍ଡିଆର ପ୍ରତିଷ୍ଠାତା ସୁବ୍ରତ ରାୟଙ୍କ ପରଲୋକ ଘଟିଛି। ତେବେ ଗତକାଲି ବିଳମ୍ବିତ ରାତିରେ ହୃଦଘାତ ଯୋଗୁଁ ତାଙ୍କର ମୁମ୍ବାଇରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା।

Continue Readingସାହାରା ଗ୍ରୁପ ଅଧ୍ୟକ୍ଷ ସୁବ୍ରତ ରାୟଙ୍କ ପରଲୋକ