ନିର୍ବାଚନ ମୈଦାନକୁ ଓହ୍ଲାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ନିର୍ବାଚନ ମୈଦାନକୁ ଓହ୍ଲାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରି ବିରୋଧୀଙ୍କୁ ନିଶାନା କଲେ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ସହ ଗଞ୍ଜାମରୁ ପ୍ରାର୍ଥୀ ହୋଇଥିବା ସମସ୍ତ ଲୋକସଭା ଓ ବିଧାନସଭା ପ୍ରାର୍ଥୀ ମଧ୍ୟ ଉପସ୍ଥିତ ଅଛନ୍ତି।

Continue Readingନିର୍ବାଚନ ମୈଦାନକୁ ଓହ୍ଲାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଆଜି ୮୯ତମ ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ   

୮୯ତମ ଉତ୍କଳ ଦିବସ ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାର୍ତ୍ତାରେ କହଛନ୍ତି, ଓଡ଼ିଶା ଦିବସ ଅବସରରେ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି।

Continue Readingଆଜି ୮୯ତମ ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ   

ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଓ ସ୍କୁଲ,କଲେଜରେ ଶିକ୍ଷକଙ୍କ ଅଭାବ ପୂରଣ ପାଇଁ ଆଜି ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ ଆଣିବା ପାଇଁ ଅଣ୍ଟା ଭିଡିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ଗତ କିଛି ଦିନ ହେବ ରାଜ୍ୟରେ ଆରମ୍ଭ ହୋଇଛି ନିଯୁକ୍ତି ପର୍ବ । ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ସହ ସ୍କୁଲ ଓ କଲେଜରେ ଶିକ୍ଷକଙ୍କ ଅଭାବକୁ ପୂରଣ କରିବା ଦିଗରେ ନିଯୁକ୍ତି ସୁଯୋଗ ସୃଷ୍ଟି କରୁଛନ୍ତି ମୁଖ୍ୟମନ୍ତ୍ରୀ।

Continue Readingଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଓ ସ୍କୁଲ,କଲେଜରେ ଶିକ୍ଷକଙ୍କ ଅଭାବ ପୂରଣ ପାଇଁ ଆଜି ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ ଶର୍ମା: ଶପଥ ସମାରୋହରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ରାଜସ୍ଥାନରେ ଆରମ୍ଭ ହେଲା ଭଜନଲାଲ ସରକାର। ଜୟପୁରର ରାମ ନିବାସ ବାଗରେ ସକାଳ ୧୧ଟା ୧୫ ମିନିଟରେ ଶପଥ ସମାରୋହ ଆୟୋଜିତ ହୋଇଯାଇଛି।

Continue Readingରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ ଶର୍ମା: ଶପଥ ସମାରୋହରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆଜିଠୁ ୨ ଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

  • Post category:ଓଡିଶା
  • Reading time:1 mins read

ଆଜିଠୁ ୨ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସକାଳ ୧୧ଟା ୩୦ରେ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି ମୁଖ୍ୟମନ୍ତ୍ରୀ।

Continue Readingଆଜିଠୁ ୨ ଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ