ବାଦାମପାହାଡ଼ ଷ୍ଟେସନରୁ ରେଳ ଚଳାଚଳର ଶୁଭାରମ୍ଭ କଲେ ରାଷ୍ଟ୍ରପତି

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମମାଟି ଗସ୍ତର ଦ୍ବିତୀୟ ଦିନ। ଏହି ଅବସରରେ ଆଜି ବାଦାମପାହାଡ଼ ରେଳ ଷ୍ଟେସନରେ ନୂତନ ଟ୍ରେନ୍ର ଶୁଭାରମ୍ଭ କରିଛନ୍ତି ରାଷ୍ଟ୍ରପତି।

Continue Readingବାଦାମପାହାଡ଼ ଷ୍ଟେସନରୁ ରେଳ ଚଳାଚଳର ଶୁଭାରମ୍ଭ କଲେ ରାଷ୍ଟ୍ରପତି

ଆଜିଠାରୁ ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ

  • Post category:ଓଡିଶା
  • Reading time:1 mins read

ଆଜିଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ତିନି ଦିନିଆ ଗସ୍ତରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ। ବାରିପଦା, ରାଇରଂଗପୁର, ପାହାଡ଼ପୁର, ବାଦାମପାହାଡ଼, ସମ୍ବଲପୁର ଓ ବୁର୍ଲାରେ ଆୟୋଜିତ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମରେ ଏହି ଗସ୍ତରେ ଯୋଗଦେବା ର କାର୍ଯ୍ୟକ୍ରମ ରହିଛି।

Continue Readingଆଜିଠାରୁ ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ

ଆଉ ଦିନକ ପରେ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି 

  • Post category:ଓଡିଶା
  • Reading time:1 mins read

ନଭେମ୍ବର ୨୦ ତାରିଖ ତଥା ଆସନ୍ତା ସୋମବାର ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ମୟୂରଭଞ୍ଜ ଜିଲ୍ଲାରେ ପ୍ରସ୍ତୁତି ଜୋରଦାର ଚାଲିଛି। ରାସ୍ତାଘାଟ, ରେଲୱେଷ୍ଟେସନ, ହେଲିପ୍ୟାଡ ସବୁ ଚକାଚକ କରାଯାଉଛି ।

Continue Readingଆଉ ଦିନକ ପରେ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି 

ଆସନ୍ତା ୨୭ରେ ଆସିବେ ରାଷ୍ଟ୍ରପତି, ଯୋଗଦେବେ ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ

  • Post category:ଓଡିଶା
  • Reading time:1 mins read

ଆସନ୍ତା ୨୭ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପାରାଦୀପ ଗସ୍ତରେ ଆସିବେ। ସେଠାରେ ପାରାଦୀପ ବନ୍ଦର ପକ୍ଷରୁ ଆୟୋଜନ ହେବାକୁ ଥ‌ିବା ବୋଇତ ବନ୍ଦାଣ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବେ। ଗୁରୁବାର ରାଷ୍ଟ୍ରପତି ଭବନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ଆନୁଷଙ୍ଗିକ ପ୍ରସ୍ତୁତି ଆରମ୍ଭ ହୋଇଛି। 

Continue Readingଆସନ୍ତା ୨୭ରେ ଆସିବେ ରାଷ୍ଟ୍ରପତି, ଯୋଗଦେବେ ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ

ନଭେମ୍ବର 20ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଚଳିତ ମାସ ୨୦ ଓ ୨୧ ତାରିଖ ଦୁଇ ଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ହେବା ପରେ ଜନ୍ମମାଟି ରାଇରଙ୍ଗପୁରକୁ ଦ୍ୱିତୀୟ ଥର ଗସ୍ତରେ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ। ଯଦିଓ ରାଷ୍ଟ୍ରପତି ଭବନରୁ ଜିଲା ପ୍ରଶାସନକୁ ଏନେଇ ଅଦ୍ୟାବଧି କୌଣସି ବିଦ୍ଧିବଦ୍ଧ ସୂଚନା ଆସିନାହିଁ, ତଥାପି ରାଇରଙ୍ଗପୁର ବିଧାୟକ ନବଚରଣ ମାଝୀ ଓ ରାଜ୍ୟ ବିଜେପି ସମ୍ପାଦକ ନବୀନ କୁମାର ରାମ ଏଭଳି ଗସ୍ତ ନେଇ ସୂଚନା ଦେଇଛନ୍ତି।

Continue Readingନଭେମ୍ବର 20ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲିକ୍ ନେଇ ସେନାର ମେଜରଙ୍କୁ ନୀଲମ୍ବିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 

ନିଲମ୍ବିତ ହେଲେ ସେନାର ମେଜର। ସୂଚନାଯୋଗ୍ୟ ପାକିସ୍ତାନ ଗୁଇନ୍ଦା ବିଭାଗକୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲିକ୍ ନେଇ ସେନାର ମେଜରଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଲମ୍ବିତ କରିଛନ୍ତି।

Continue Readingଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲିକ୍ ନେଇ ସେନାର ମେଜରଙ୍କୁ ନୀଲମ୍ବିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ