ମହେଶ୍ବର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

  • Post category:ଓଡିଶା
  • Reading time:1 mins read

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ମହେଶ୍ବର ମହାନ୍ତି ଜଣେ ଲୋକ ପ୍ରିୟ ଜନ ନେତା ଭାବରେ ସୁନାମ ଅର୍ଜନ କରିଥିଲେ। ଏଥି ସହ ଜଣେ ଦକ୍ଷ ସଂଗଠକ ଭାବରେ ମଧ୍ୟ ତାଙ୍କର ସୁନାମ ଥିଲା। ମନ୍ତ୍ରୀ ତଥା ବିଧାୟକ ଭାବେ ରାଜ୍ୟର ବିକାଶରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ।

Continue Readingମହେଶ୍ବର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ