କଂଗ୍ରେସରେ ସାମିଲ ହେଲେ ଅଭିନେତା ମନୋଜ ମିଶ୍ର

କଂଗ୍ରେସରେ ଯୋଗ ଦେଇଛନ୍ତି ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ମନୋଜ ମିଶ୍ର। ପିସିସି ସଭାପତି ଶରତ ପଟ୍ଟନାୟକ ଓ କଂଗ୍ରେସ ପ୍ରଭାରୀ ଡ ଅଜୟ କୁମାରଙ୍କ ଉପସ୍ଥିତିରେ ସେ କଂଗ୍ରେସ ଭବନରେ ହାତ ଧରିଛନ୍ତି। ପଶ୍ଚିମ ଓଡ଼ିଶାରେ କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ମନୋଜ ମିଶ୍ର।

Continue Readingକଂଗ୍ରେସରେ ସାମିଲ ହେଲେ ଅଭିନେତା ମନୋଜ ମିଶ୍ର