ଶ୍ରୀମନ୍ଦିରରେ ରକ୍ତଛିଟା: ମହାପ୍ରଭୁଙ୍କ ହେଲା ବଡ ମହାସ୍ନାନ

  • Post category:ଓଡିଶା
  • Reading time:1 mins read

ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କର ହେଲା ବଡ ମହାସ୍ନାନ। ମଙ୍ଗଳ ଆଳତୀ ପୂର୍ବରୁ ମହାସ୍ନାନ ହେଲେ ମହାପ୍ରଭୁ।

Continue Readingଶ୍ରୀମନ୍ଦିରରେ ରକ୍ତଛିଟା: ମହାପ୍ରଭୁଙ୍କ ହେଲା ବଡ ମହାସ୍ନାନ

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ସନ୍ଧ୍ୟା ୬ ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ  ସାଧାରଣ ଦର୍ଶନ ବନ୍ଦ

  • Post category:ଓଡିଶା
  • Reading time:1 mins read

ଆଜି ଚୈତ୍ରମାସ କୃଷ୍ଣପକ୍ଷ ଦ୍ୱିତୀୟା ତିଥିରେ ଅନୁଷ୍ଠିତ ହେବ ଶ୍ରୀ ବିଗ୍ରହମାନଙ୍କ ବନକ ଲାଗି ନୀତି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ,  ଆଜି ଦ୍ବୀତିୟ ଭୋଗ ମଣ୍ତପ ଶେଷ ହେବା ପରେ ସନ୍ଧ୍ୟା ୬ ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ  ସାଧାରଣ ଦର୍ଶନ ବନ୍ଦ ରହିବ। 

Continue Readingଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ସନ୍ଧ୍ୟା ୬ ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ  ସାଧାରଣ ଦର୍ଶନ ବନ୍ଦ

ଆଜିଠାରୁ ମହାପ୍ରଭୁଙ୍କ ଚାଚେରୀ ବେଶ ଆରମ୍ଭ 

  • Post category:ଓଡିଶା
  • Reading time:1 mins read

ମଙ୍ଗଳବାର ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି ଫଗୁ ଦଶମୀ। ତେବେ ଆଜିଠାରୁ ବଡ଼ ଦେଉଳରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ଆରମ୍ଭ ହେବ ।

Continue Readingଆଜିଠାରୁ ମହାପ୍ରଭୁଙ୍କ ଚାଚେରୀ ବେଶ ଆରମ୍ଭ 

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୩ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ 

  • Post category:ଓଡିଶା
  • Reading time:1 mins read

ଆଜି ଫାଲଗୁନ ଶୁକ୍ଲ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ,  ଆଜି ଦ୍ଵିତୀୟ ଭୋଗ ମଣ୍ତପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ ଟାରୁ ରାତି ୯ଟା ପର୍ଯ୍ୟନ୍ତ  ସାଧାରଣ ଦର୍ଶନ ବନ୍ଦ ରହିବ। 

Continue Readingଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୩ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ 

ମହାପ୍ରଭୁଙ୍କ ଦର୍ଶନ କଲେ ଜଷ୍ଟିସ ଅରିଜିତ ପଶାୟତ, ଅପରାହ୍ନରେ ରତ୍ନଭଣ୍ଡାର କମିଟି ସହ ବୈଠକ

  • Post category:ଓଡିଶା
  • Reading time:1 mins read

୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଏସଆଇଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ। ଆଜି ସକାଳେ ପତ୍ନୀଙ୍କ ସହ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଜଷ୍ଟିସ ପଶାୟତ।

Continue Readingମହାପ୍ରଭୁଙ୍କ ଦର୍ଶନ କଲେ ଜଷ୍ଟିସ ଅରିଜିତ ପଶାୟତ, ଅପରାହ୍ନରେ ରତ୍ନଭଣ୍ଡାର କମିଟି ସହ ବୈଠକ

ଆସନ୍ତାକାଲିଠାରୁ ନାଟମଣ୍ଡପ ମରାମତି କାମ ଆରମ୍ଭ, ରାତି ୨ଟାରୁ ଫିଟିବ ଶ୍ରୀମନ୍ଦିର ଦ୍ୱାର 

  • Post category:ଓଡିଶା
  • Reading time:1 mins read

ଆସନ୍ତାକାଲିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ନାଟମଣ୍ଡପ ମରାମତି କାମ । ଶ୍ରୀମନ୍ଦିର ନୀତିକାନ୍ତି ଶୃଙ୍ଖଳିତ ନହେଲେ ନାଟମଣ୍ଡପ ମରାମତି କାର୍ଯ୍ୟ ପ୍ରଭାବିତ ହେବ ବୋଲି କୁହାଯାଇଛି । ତେବେ ନୀତିକାନ୍ତି ଶୃଙ୍ଖଳିତ କରିବା ପାଇଁ ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଂଟ ହୋଇଛି ।

Continue Readingଆସନ୍ତାକାଲିଠାରୁ ନାଟମଣ୍ଡପ ମରାମତି କାମ ଆରମ୍ଭ, ରାତି ୨ଟାରୁ ଫିଟିବ ଶ୍ରୀମନ୍ଦିର ଦ୍ୱାର 

ପଲିଥିନ୍ ଏବଂ ପ୍ଲାଷ୍ଟିକ ମୁକ୍ତ ହେବ ଶ୍ରୀମନ୍ଦିର: ଚାଙ୍ଗୁଡ଼ିରେ ଫୁଲ, ଭୋଗ ଆଣିବାକୁ ଆହ୍ୱାନ ଦେଲେ ଶ୍ରୀମନ୍ଦିର ପ୍ରଶାସନ 

  • Post category:ଓଡିଶା
  • Reading time:1 mins read

ଶ୍ରୀମନ୍ଦିରକୁ ପଲିଥିନ୍ ଏବଂ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ଆଉ ଏକ ପଦକ୍ଷେପ ଗ୍ରହଣ କରାଯାଇଛି। ମନ୍ଦିର ଭିତରକୁ ଫୁଲ ଏବଂ ଭୋଗ ଆଣିବା ବେଳେ ପଲିଥିନ୍ ଏବଂ ପ୍ଲାଷ୍ଟିକ ବ୍ୟବହାର ନକରିବାକୁ ଆହ୍ୱାନ କରିଛି ଶ୍ରୀମନ୍ଦିର ପ୍ରଶାସନ ।

Continue Readingପଲିଥିନ୍ ଏବଂ ପ୍ଲାଷ୍ଟିକ ମୁକ୍ତ ହେବ ଶ୍ରୀମନ୍ଦିର: ଚାଙ୍ଗୁଡ଼ିରେ ଫୁଲ, ଭୋଗ ଆଣିବାକୁ ଆହ୍ୱାନ ଦେଲେ ଶ୍ରୀମନ୍ଦିର ପ୍ରଶାସନ 

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ବେଶ, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

  • Post category:ଓଡିଶା
  • Reading time:1 mins read

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ପାଇଁ ୩ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ।

Continue Readingଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ବେଶ, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଦାୟିତ୍ୱ ନେବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ରାଜ୍ୟପାଳ ରଘୁବର ଦାସ 

  • Post category:ଓଡିଶା
  • Reading time:1 mins read

ନୂତନ ରାଜ୍ୟପାଳ ଭାବେ ଦାୟିତ୍ବ ନେବା ପରେ ପରିବାର ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ରାଜ୍ୟପାଳ  ।

Continue Readingଦାୟିତ୍ୱ ନେବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ରାଜ୍ୟପାଳ ରଘୁବର ଦାସ