ଆଜି ପଞ୍ଚୁକର ତୃତୀୟ ଦିନ, ମହାପ୍ରଭୁଙ୍କ ଆଡ଼ିକିଆ ବେଶ
ଆଜି ପଞ୍ଚୁକର ତୃତୀୟ ଦିନ। କାର୍ତ୍ତିକ ମାସ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଆଡ଼ିକିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେଉଛି।
ଆଜି ପଞ୍ଚୁକର ତୃତୀୟ ଦିନ। କାର୍ତ୍ତିକ ମାସ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଆଡ଼ିକିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେଉଛି।
ଆଜି ପଞ୍ଚୁକର ଦ୍ଵିତୀୟ ଦିନ। କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଅତ୍ୟନ୍ତ ଚିତାକର୍ଷକ ବାଙ୍କଚୂଡ଼ ବେଶ ଅନୁଷ୍ଠିତ ହେଉଛି। ଚୂଡା ମଧ୍ୟ ଧାରଣ କରିଥାନ୍ତି। ମସ୍ତକରେ ଏହି ଚୂଡା ବା ଚୁଳ ଦକ୍ଷିଣ ଦିଗକୁ ଢଳି ରହିଥାଏ। ଏଣୁ ମହାପ୍ରଭୁଙ୍କ ଏହି ବେଶକୁ ବାଙ୍କଚୁଡ଼ ବେଶ କୁହାଯାଏ।
ଆଜିଠୁ ପବିତ୍ର ପଞ୍ଚୁକ ବ୍ରତ ଆରମ୍ଭ। ଏହି ୫ ଦିନରେ ମହାପ୍ରଭୁଙ୍କ ଚିତ୍ତାକର୍ଷ ୫ଟି ବେଶ ଦର୍ଶନ କରିବେ ଭକ୍ତ। ମହାପ୍ରଭୁଙ୍କ ଅବକାଶ ନୀତି ପରେ ଠାକୁରଙ୍କ ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହେବ।
ଆଜିଠାରୁ ଶ୍ରୀମନ୍ଦିର ଜଗମୋହନ ଓ ନାଟମଣ୍ଡପ ମରାମତି କାମ ଆରମ୍ଭ କରିବାକୁ ଓଡ଼ିଶା ହାଇକୋର୍ଟ ଏଏସଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ଏଏସଆଇ ଆସନ୍ତା ୨୪ ତାରିଖରୁ ମରାମତି ଆରମ୍ଭ କରିବାକୁ ଚାହୁଁଥିଲା, ମାତ୍ର ଉଚ୍ଚ ନ୍ୟାୟାଳୟ ଏହାକୁ ଅଗ୍ରାହ୍ୟ କରିଛନ୍ତି।
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ | ବୁଧବାର ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି | ବୁଧବାର ଭୋଗ ପରେ ଗୁରୁବାର ଶ୍ରୀକୃଷ୍ଣ ଜନ୍ମନୀତି ଓ ଶୁକ୍ରବାର ନନ୍ଦ ଉତ୍ସବ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାପରେ…