ଜଳି ପୋଡ଼ି ପାଉଁଶ ହେଲା ଚା ଦୋକାନ

  • Post category:ଓଡିଶା
  • Reading time:1 mins read

ଜଳିଗଲା ଚା ଦୋକାନ। ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଗଲା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ନିକଟସ୍ଥ ବୁଡାଗୁଡ଼ା ଯିବା ରାସ୍ତା ଛକ ନିକଟରେ।

Continue Readingଜଳି ପୋଡ଼ି ପାଉଁଶ ହେଲା ଚା ଦୋକାନ

କନ୍ଧମାଳ ରେଳ ଲାଇନ ପ୍ରସଙ୍ଗକୁ ନେଇ ଆସନ୍ତାକାଲି ୧୨ ଘଣ୍ଟିଆ ବନ୍ଦ ଡାକରା

  • Post category:ଓଡିଶା
  • Reading time:1 mins read

ରେଳ ମାନଚିତ୍ରରୁ ଫୁଲବାଣୀ ବାଦ୍ ପଡ଼ିବା ପ୍ରତିବାଦରେ ଆସନ୍ତା ନଭେମ୍ବର ୧୦ରେ ୧୨ ଘଣ୍ଟିଆ କନ୍ଧମାଳ ବନ୍ଦ ପାଳନ କରାଯିବ। ସକାଳ ୬ ଘଟିକାରୁ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ କନ୍ଧମାଳ ଜିଲ୍ଲାରେ ସମ୍ପୂର୍ଣ୍ଣ ବନ୍ଦ ଡାକରା ଦିଆଯାଇଛି। ଏନେଇ କନ୍ଧମାଳ ବିକାଶ ପରିଷଦର ଆବାହକ ଗୋଲକ ବିହାରୀ କହଁରଙ୍କ ନେତୃତ୍ବରେ ଫୁଲବାଣୀ ସ୍ଥିତ ବନାନୀ କଳା ପରିଷଦରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

Continue Readingକନ୍ଧମାଳ ରେଳ ଲାଇନ ପ୍ରସଙ୍ଗକୁ ନେଇ ଆସନ୍ତାକାଲି ୧୨ ଘଣ୍ଟିଆ ବନ୍ଦ ଡାକରା