ଆଉ ୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଆରମ୍ଭ, ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

  • Post category:ଓଡିଶା
  • Reading time:1 mins read

ରାଜ୍ୟରେ ଆଉ ୫ଟି ଜିଲ୍ଲାରେ ଆରମ୍ଭ ହୋଇଛି ଲକ୍ଷ୍ମୀ ବସ୍ ସେବା । କଟକ, ସମ୍ବଲପୁର, ଝାରସୁଗୁଡ଼ା, ସୁବର୍ଣ୍ଣପୁର ଓ କନ୍ଧମାଳ ଜିଲ୍ଲାରେ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ କରିଛନ୍ତି ।

Continue Readingଆଉ ୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଆରମ୍ଭ, ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ୫ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍

  • Post category:ଓଡିଶା
  • Reading time:1 mins read

ଆଜି ୫ଟି ଜିଲ୍ଲାରେ ଗଡିଲା ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ । ବରଗଡ, ବଲାଙ୍ଗୀର, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ସରକାରଙ୍କ ଲକ୍ଷ୍ମୀ ବସ ସେବା ଆରମ୍ଭ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଛନ୍ତି।

Continue Readingଆଜି ୫ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍

ଆଜିଠୁ କୋରାପୁଟ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍ 

  • Post category:ଓଡିଶା
  • Reading time:1 mins read

ଆଜିଠୁ କୋରାପୁଟ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍ । ଭିଡିଓ କନଫରେନ୍ସିଂରେ ଜିଲ୍ଲାରେ ବସ୍ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Continue Readingଆଜିଠୁ କୋରାପୁଟ ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍