ରାଜ୍ୟ କ୍ୟାବିନେଟ୍‌: ୩ ପ୍ରସ୍ତାବରେ ମୋହର

  • Post category:ଓଡିଶା
  • Reading time:1 mins read

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଗରୁତ୍ୱପୂର୍ଣ ପ୍ରସ୍ତାବରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ୩ଟି ପ୍ରସ୍ତାବରେ ମୋହର ବାଜିଛି।

Continue Readingରାଜ୍ୟ କ୍ୟାବିନେଟ୍‌: ୩ ପ୍ରସ୍ତାବରେ ମୋହର

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଦ୍ବିତୀୟ ପର୍ଯ୍ୟାୟ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

  • Post category:ଓଡିଶା
  • Reading time:1 mins read

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଚଳିତ ବର୍ଷର ଦ୍ବିତୀୟ ପର୍ଯ୍ୟାୟ ଟ୍ରେନଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୬ ଜିଲ୍ଲାର ୯୭୦ ଜଣ ତୀର୍ଥଯାତ୍ରୀ ଏବଂ ୩୦ ଜଣ ଅଧିକାରୀ ଆଜିର ଏହି ତୀର୍ଥଯାତ୍ରାରେ ସାମିଲ ହୋଇଛନ୍ତି ।

Continue Readingବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଦ୍ବିତୀୟ ପର୍ଯ୍ୟାୟ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସିଏମ୍ଓର ମୁଖ୍ୟ ପରାମର୍ଶଦାତା ସୁରେଶ

ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ନୂଆ ଦାୟିତ୍ଵ ମିଳିଛି। ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆର୍‌ସି) ଅଧ୍ୟକ୍ଷ ଥିବା ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନୂଆ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ପାଇଛନ୍ତି

Continue Readingସିଏମ୍ଓର ମୁଖ୍ୟ ପରାମର୍ଶଦାତା ସୁରେଶ

ରେଣ୍ଡୋ ମାଝୀ ମେଡିକାଲ କଲେଜ ଉଦଘାଟିତ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ 

  • Post category:ଓଡିଶା
  • Reading time:1 mins read

ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ହେଲା ଉଦଘାଟନ। କଳାହାଣ୍ଡିରେ ନବନିର୍ମିତ ଏହି ମେଡିକାଲ କଲେଜର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୦୦ ସିଟରେ ନାମଲେଖା ପାଇଁ NMC ଠାରୁ ମଧ୍ୟ ଅନୁମତି ମିଳିଛି । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରି ପାଠପଢ଼ା ସହ ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଛନ୍ତି ମୁଖ୍ରମନ୍ତ୍ରୀ। 

Continue Readingରେଣ୍ଡୋ ମାଝୀ ମେଡିକାଲ କଲେଜ ଉଦଘାଟିତ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ 

ଅର୍ଥ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(୨୬.୧୧.୨୨) : କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି । କେନ୍ଦୁପତ୍ରରୁ ଜିଏସ୍‌ଟି ପ୍ରତ୍ୟାହର ନେଇମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି । କେନ୍ଦୁପତ୍ର ଉପରେ ଲାଗିଛି ୧୮ ପ୍ରତିଶତ ଜିଏସଟି । ଯାହା ଦ୍ୱାରା ପ୍ରଭାବିତ ହେଉଛନ୍ତି ତୋଳାଳି । କିଛି…

Continue Readingଅର୍ଥ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି