କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ରାଷ୍ଟ୍ରପତି : ଗ୍ଲୋବାଲ୍ ୱାର୍ମିଂ ସଂପର୍କରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା

କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ରାଷ୍ଟ୍ରପତି। ଗୋଟାଏ ଦିନ ପାଇଁ ଶିକ୍ଷକ ବନିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Continue Readingକେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ରାଷ୍ଟ୍ରପତି : ଗ୍ଲୋବାଲ୍ ୱାର୍ମିଂ ସଂପର୍କରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା

ଆଜି ୮୯ତମ ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ   

୮୯ତମ ଉତ୍କଳ ଦିବସ ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାର୍ତ୍ତାରେ କହଛନ୍ତି, ଓଡ଼ିଶା ଦିବସ ଅବସରରେ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି।

Continue Readingଆଜି ୮୯ତମ ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ   

ମେଟ୍ରୋରେ ଯାତ୍ରା କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍କୁଲ ଛାତ୍ରୀଙ୍କ ସହ କଲେ ଆଲୋଚନା

ମେଟ୍ରୋରେ ବୁଲିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ମେଟ୍ରୋ ଟ୍ରେନରେ ବସି ଯାତ୍ରା କରିବାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି । ଏହି ଯାତ୍ରା ସମୟରେ ସ୍କୁଲ ଯାଉଥିବା କୁନି କୁନି ପିଲାଙ୍କ ସହ କଥା ହୋଇଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ ।

Continue Readingମେଟ୍ରୋରେ ଯାତ୍ରା କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍କୁଲ ଛାତ୍ରୀଙ୍କ ସହ କଲେ ଆଲୋଚନା

ଟାଙ୍କିରେ ପେଟ୍ରୋଲ ଅଭାବ ନେଇ ପ୍ରତିକ୍ରିୟା ରଖିଲେ ପେଟ୍ରୋଲ ପମ୍ପ ମାଲିକ ସଂଘ ସଭାପତି 

ଡ୍ରାଇଭର ଆନ୍ଦୋଳନ ଶେଷ ହେଉ ହେଉ ଏବେ ଆନ୍ଦୋଳନକୁ ଓହ୍ଲାଇଛି ପରିବହନ ଶ୍ରମିକ ସଂଘ । ହିଟ୍ ଆଣ୍ଡ ରନ ଆଇନ ପ୍ରତ୍ୟାହାର ଦାବିରେ ସଂଘ ଆରମ୍ଭ କରିଛି କାମ ବନ୍ଦ ଆନ୍ଦୋଳନ । ଲାଗୁହେବାକୁ ଥିବା ଏହି ନୂଆ ଆଇନକୁ ପ୍ରତ୍ୟାହାର ପାଇଁ ଦାବି କରିଛି ସଂଘ ।

Continue Readingଟାଙ୍କିରେ ପେଟ୍ରୋଲ ଅଭାବ ନେଇ ପ୍ରତିକ୍ରିୟା ରଖିଲେ ପେଟ୍ରୋଲ ପମ୍ପ ମାଲିକ ସଂଘ ସଭାପତି 

ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

  • Post category:ଓଡିଶା
  • Reading time:1 mins read

ଜଗତସିଂହପୁର ଜିଲ୍ଲା ପାରାଦୀପକୁ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ଉତ୍ସାହିତ ବନ୍ଦର ନଗରୀ ବାସିନ୍ଦା ଓ କର୍ମଚାରୀ। କାରଣ ଆଉ ଦିନକ ପରେ ପାରାଦୀପରେ ପହଞ୍ଚିବେ ଦେଶର ପ୍ରଥମ ନାଗରିକ। ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ ।

Continue Readingପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜିଠାରୁ ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ

  • Post category:ଓଡିଶା
  • Reading time:1 mins read

ଆଜିଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ତିନି ଦିନିଆ ଗସ୍ତରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ। ବାରିପଦା, ରାଇରଂଗପୁର, ପାହାଡ଼ପୁର, ବାଦାମପାହାଡ଼, ସମ୍ବଲପୁର ଓ ବୁର୍ଲାରେ ଆୟୋଜିତ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମରେ ଏହି ଗସ୍ତରେ ଯୋଗଦେବା ର କାର୍ଯ୍ୟକ୍ରମ ରହିଛି।

Continue Readingଆଜିଠାରୁ ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ

ଆଉ ଦିନକ ପରେ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି 

  • Post category:ଓଡିଶା
  • Reading time:1 mins read

ନଭେମ୍ବର ୨୦ ତାରିଖ ତଥା ଆସନ୍ତା ସୋମବାର ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ମୟୂରଭଞ୍ଜ ଜିଲ୍ଲାରେ ପ୍ରସ୍ତୁତି ଜୋରଦାର ଚାଲିଛି। ରାସ୍ତାଘାଟ, ରେଲୱେଷ୍ଟେସନ, ହେଲିପ୍ୟାଡ ସବୁ ଚକାଚକ କରାଯାଉଛି ।

Continue Readingଆଉ ଦିନକ ପରେ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି 

ଆସନ୍ତା ୨୭ରେ ଆସିବେ ରାଷ୍ଟ୍ରପତି, ଯୋଗଦେବେ ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ

  • Post category:ଓଡିଶା
  • Reading time:1 mins read

ଆସନ୍ତା ୨୭ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପାରାଦୀପ ଗସ୍ତରେ ଆସିବେ। ସେଠାରେ ପାରାଦୀପ ବନ୍ଦର ପକ୍ଷରୁ ଆୟୋଜନ ହେବାକୁ ଥ‌ିବା ବୋଇତ ବନ୍ଦାଣ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବେ। ଗୁରୁବାର ରାଷ୍ଟ୍ରପତି ଭବନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ଆନୁଷଙ୍ଗିକ ପ୍ରସ୍ତୁତି ଆରମ୍ଭ ହୋଇଛି। 

Continue Readingଆସନ୍ତା ୨୭ରେ ଆସିବେ ରାଷ୍ଟ୍ରପତି, ଯୋଗଦେବେ ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ

ନଭେମ୍ବର 20ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଚଳିତ ମାସ ୨୦ ଓ ୨୧ ତାରିଖ ଦୁଇ ଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ହେବା ପରେ ଜନ୍ମମାଟି ରାଇରଙ୍ଗପୁରକୁ ଦ୍ୱିତୀୟ ଥର ଗସ୍ତରେ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ। ଯଦିଓ ରାଷ୍ଟ୍ରପତି ଭବନରୁ ଜିଲା ପ୍ରଶାସନକୁ ଏନେଇ ଅଦ୍ୟାବଧି କୌଣସି ବିଦ୍ଧିବଦ୍ଧ ସୂଚନା ଆସିନାହିଁ, ତଥାପି ରାଇରଙ୍ଗପୁର ବିଧାୟକ ନବଚରଣ ମାଝୀ ଓ ରାଜ୍ୟ ବିଜେପି ସମ୍ପାଦକ ନବୀନ କୁମାର ରାମ ଏଭଳି ଗସ୍ତ ନେଇ ସୂଚନା ଦେଇଛନ୍ତି।

Continue Readingନଭେମ୍ବର 20ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଦିଲ୍ଲୀରେ ଜଗନ୍ନାଥଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

ଦିଲ୍ଲୀ : ଆଜି ପବିତ୍ର ଘୋଷଯାତ୍ରା । ଏହି ଅବସରରେ ଦିଲ୍ଲୀର ହଜଖାସ୍ ସ୍ଥିତ ଜଗନ୍ନାଥ ମନ୍ଦିରରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ପଂହଚି ପୂଜାର୍ଚ୍ଚନା କରିଛନ୍ତି । ଆଜି ସକାଳୁ ରାଷ୍ଟ୍ରପତି ମନ୍ଦିର ଯାଇ ବିଶ୍ୱନିୟନ୍ତାଙ୍କୁ ପ୍ରାର୍ଥନା କରିଛନ୍ତି । ମହାମହିମଙ୍କ…

Continue Readingଦିଲ୍ଲୀରେ ଜଗନ୍ନାଥଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି