ପରିକ୍ରମା ପ୍ରକଳ୍ପ ନେଇ ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 

  • Post category:ଓଡିଶା
  • Reading time:1 mins read

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ଯକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ପରିକ୍ରମା କାର୍ଯ୍ୟର ଅଗ୍ରଗତି ଓ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବକୁ ନେଇ ଏଥିରେ ବିସ୍ତୃତ ଭାବେ ଆଲୋଚନା କରାଯିବ ।

Continue Readingପରିକ୍ରମା ପ୍ରକଳ୍ପ ନେଇ ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୁରୀରେ ଗଡ଼ିବ ସ୍ୱତନ୍ତ୍ର ବସ୍

  • Post category:ଓଡିଶା
  • Reading time:1 mins read

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୁରୀରେ ଗଡ଼ିବ ସ୍ୱତନ୍ତ୍ର ବସ୍ । ଶ୍ରୀଜଗନ୍ନାଥ ବସ୍ ରେ ପୁରୀ ଆସିବେ ଶ୍ରଦ୍ଧାଳୁ । ୬୦ଟି ବସ୍ ରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁମାନେ ପୁରୀକୁ ଆସିବେ ।

Continue Readingଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୁରୀରେ ଗଡ଼ିବ ସ୍ୱତନ୍ତ୍ର ବସ୍

ପୁରୀରେ ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ପରଷୋତ୍ତମ ରୂପାଲା

  • Post category:ଓଡିଶା
  • Reading time:1 mins read

ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ର ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ ପରଷୋତ୍ତମ ରୂପାଲା। ପରିବାର ସହ ଜଗନ୍ନାଥଙ୍କ ଦର୍ଶନ କରି ଭାବବିହ୍ୱଳ ହୋଇଥିଲେ କେନ୍ଦ୍ରମନ୍ତ୍ରୀ ।

Continue Readingପୁରୀରେ ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ପରଷୋତ୍ତମ ରୂପାଲା

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା 

  • Post category:ଓଡିଶା
  • Reading time:1 mins read

ପୁରୀରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା । ଶ୍ରୀଦାଣ୍ଡ, ଶ୍ରୀ ସେତୁ ନିକଟରେ ବିଶ୍ୱସ୍ତରୀୟ ଭେଣ୍ଡିଂ ଜୋନ ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ। ପୂର୍ତ୍ତ ସଚିବଙ୍କ ସହ ଜିଲ୍ଲାପାଳ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ରହିଥିଲେ।

Continue Readingପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା 

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପାଇଁ ଆଜିଠୁ ଦେବପୀଠକୁ ‘ପରିକ୍ରମା’ ନିମନ୍ତ୍ରଣ ପତ୍ର ପ୍ରଦାନ 

  • Post category:ଓଡିଶା
  • Reading time:1 mins read

ଆସନ୍ତା ଜାନୁଆରୀ ୧୭ ତାରିଖରେ ଶୁଭ ଉଦଘାଟନ ହେବ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏନେଇ ଉଦଘାଟନୀ ଉତ୍ସବରେ ଯୋଗ ଦେବାକୁ ଆଜିଠାରୁ ଦେଶର ପ୍ରମୁଖ ଦେବପୀଠକୁ ‘ପରିକ୍ରମା’ ନିମନ୍ତ୍ରଣ ପତ୍ର ଦିଆଯିବ।

Continue Readingଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ପାଇଁ ଆଜିଠୁ ଦେବପୀଠକୁ ‘ପରିକ୍ରମା’ ନିମନ୍ତ୍ରଣ ପତ୍ର ପ୍ରଦାନ 

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଓଢଣ ଷଷ୍ଠୀ ନୀତି

  • Post category:ଓଡିଶା
  • Reading time:1 mins read

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଓଢଣ ଷଷ୍ଠୀ ନୀତି। ଏହି ଅବସରରେ ଶ୍ରୀଜିଉମାନଙ୍କୁ ଘୋଡ଼ଲାଗି କରାଯିବ। ଶ୍ରୀମନ୍ଦିରରେ ପାଳିତ ହେଉଥିବା ଦ୍ବାଦଶ ଯାତ୍ରାମାନଙ୍କ ମଧ୍ୟରୁ ଅନ୍ୟତମ ଏହି ଯାତ୍ରା ।

Continue Readingଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଓଢଣ ଷଷ୍ଠୀ ନୀତି

ପୁରୀ ଗସ୍ତରେ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍, ଡିସେମ୍ବର ଶେଷ ସୁଦ୍ଧା ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

  • Post category:ଓଡିଶା
  • Reading time:1 mins read

ଡିସେମ୍ବର ଶେଷ ସୁଦ୍ଧା ସରିବ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଆଉ ଅଳ୍ପ ଦିନ ବାକି ଥିବା ବେଳେ ଏହାରି ଭିତରେ ପୁରୀ ଗସ୍ତ କରି ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ସମୀକ୍ଷା କରିଛନ୍ତି ।

Continue Readingପୁରୀ ଗସ୍ତରେ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍, ଡିସେମ୍ବର ଶେଷ ସୁଦ୍ଧା ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପଲିଥିନ୍ ଏବଂ ପ୍ଲାଷ୍ଟିକ ମୁକ୍ତ ହେବ ଶ୍ରୀମନ୍ଦିର: ଚାଙ୍ଗୁଡ଼ିରେ ଫୁଲ, ଭୋଗ ଆଣିବାକୁ ଆହ୍ୱାନ ଦେଲେ ଶ୍ରୀମନ୍ଦିର ପ୍ରଶାସନ 

  • Post category:ଓଡିଶା
  • Reading time:1 mins read

ଶ୍ରୀମନ୍ଦିରକୁ ପଲିଥିନ୍ ଏବଂ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ଆଉ ଏକ ପଦକ୍ଷେପ ଗ୍ରହଣ କରାଯାଇଛି। ମନ୍ଦିର ଭିତରକୁ ଫୁଲ ଏବଂ ଭୋଗ ଆଣିବା ବେଳେ ପଲିଥିନ୍ ଏବଂ ପ୍ଲାଷ୍ଟିକ ବ୍ୟବହାର ନକରିବାକୁ ଆହ୍ୱାନ କରିଛି ଶ୍ରୀମନ୍ଦିର ପ୍ରଶାସନ ।

Continue Readingପଲିଥିନ୍ ଏବଂ ପ୍ଲାଷ୍ଟିକ ମୁକ୍ତ ହେବ ଶ୍ରୀମନ୍ଦିର: ଚାଙ୍ଗୁଡ଼ିରେ ଫୁଲ, ଭୋଗ ଆଣିବାକୁ ଆହ୍ୱାନ ଦେଲେ ଶ୍ରୀମନ୍ଦିର ପ୍ରଶାସନ 

ପହିଲିଭୋଗ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି, ୨ଟାରୁ ଖୋଲିବ ଶ୍ରୀମନ୍ଦିର  

  • Post category:ଓଡିଶା
  • Reading time:1 mins read

ଶ୍ରୀମନ୍ଦିରରେ ପହିଲିଭୋଗ ପାଇଁ ସ୍ୱତନ୍ତ୍ର ନୀତି । ସୂଚନାଯୋଗ୍ୟ ପହିଲିଭୋଗ ପାଇଁ ପ୍ରତିଦିନ ରାତି ୨ଟାରୁ ଦ୍ୱାର ଫିଟା ହୋଇ ଭୋର ୫ଟା ୨୦ରୁ ପହିଲି ଭୋଗ ନୀତି ହେବ ।

Continue Readingପହିଲିଭୋଗ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି, ୨ଟାରୁ ଖୋଲିବ ଶ୍ରୀମନ୍ଦିର  

ଆଜି ଶ୍ରୀଜୀଉଙ୍କ ପଇତା ଲାଗି ନୀତି: ଅପରାହ୍ନ ୫ ଟା ଠାରୁ ରାତି ୧୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସଧାରଣ ଦର୍ଶନ 

ଆଜି ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ ଟା ଠାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବସଧାରଣ ଦର୍ଶନ ବନ୍ଦ ରହିବ ।

Continue Readingଆଜି ଶ୍ରୀଜୀଉଙ୍କ ପଇତା ଲାଗି ନୀତି: ଅପରାହ୍ନ ୫ ଟା ଠାରୁ ରାତି ୧୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସଧାରଣ ଦର୍ଶନ