ନଭେମ୍ବର 20ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଚଳିତ ମାସ ୨୦ ଓ ୨୧ ତାରିଖ ଦୁଇ ଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ହେବା ପରେ ଜନ୍ମମାଟି ରାଇରଙ୍ଗପୁରକୁ ଦ୍ୱିତୀୟ ଥର ଗସ୍ତରେ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ। ଯଦିଓ ରାଷ୍ଟ୍ରପତି ଭବନରୁ ଜିଲା ପ୍ରଶାସନକୁ ଏନେଇ ଅଦ୍ୟାବଧି କୌଣସି ବିଦ୍ଧିବଦ୍ଧ ସୂଚନା ଆସିନାହିଁ, ତଥାପି ରାଇରଙ୍ଗପୁର ବିଧାୟକ ନବଚରଣ ମାଝୀ ଓ ରାଜ୍ୟ ବିଜେପି ସମ୍ପାଦକ ନବୀନ କୁମାର ରାମ ଏଭଳି ଗସ୍ତ ନେଇ ସୂଚନା ଦେଇଛନ୍ତି।

Continue Readingନଭେମ୍ବର 20ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି