ସାହାରା ଗ୍ରୁପ ଅଧ୍ୟକ୍ଷ ସୁବ୍ରତ ରାୟଙ୍କ ପରଲୋକ 

ଭାରତର ଅନ୍ୟତମ ପ୍ରମୁଖ ବ୍ୟବସାୟୀ ସାହାରା ଇଣ୍ଡିଆର ପ୍ରତିଷ୍ଠାତା ସୁବ୍ରତ ରାୟଙ୍କ ପରଲୋକ ଘଟିଛି। ତେବେ ଗତକାଲି ବିଳମ୍ବିତ ରାତିରେ ହୃଦଘାତ ଯୋଗୁଁ ତାଙ୍କର ମୁମ୍ବାଇରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା।

Continue Readingସାହାରା ଗ୍ରୁପ ଅଧ୍ୟକ୍ଷ ସୁବ୍ରତ ରାୟଙ୍କ ପରଲୋକ