ଶ୍ରୀଲଙ୍କା କ୍ରିକେଟ ବୋର୍ଡକୁ ନିଲମ୍ବିତ କଲେ ସରକାର

  • Post category:କ୍ରୀଡା
  • Reading time:1 mins read

ବିଶ୍ୱକପ ୨୦୨୩ରେ ଶ୍ରୀଲଙ୍କାର ଖରାପ ପ୍ରଦର୍ଶନର କାରଣରୁ ଶ୍ରୀଲଙ୍କା ସରକାର ସମଗ୍ର କ୍ରିକେଟ ବୋର୍ଡକୁ ନିଲମ୍ବିତ କରିଛନ୍ତି। ଏନେଇ ଶ୍ରୀଲଙ୍କାର କ୍ରୀଡା ମନ୍ତ୍ରଣାଳୟ ଆଜି ସୂଚନା ଦେଇଛି। କ୍ରୀଡ଼ା ମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି ଯେ ଶ୍ରୀଲଙ୍କା କ୍ରିକେଟ ବୋର୍ଡର ଅବଶିଷ୍ଟ ସଦସ୍ୟଙ୍କୁ ବରଖାସ୍ତ କରି ସେମାନଙ୍କୁ ବିଶ୍ୱକପ ବିଜେତା ପୂର୍ବତନ ଅଧିନାୟକ ଅର୍ଜୁନ ରାଣାତୁଙ୍ଗାଙ୍କ ନେତୃତ୍ୱରେ ଏକ ମଧ୍ୟବର୍ତ୍ତୀକାଳୀନ କମିଟିରେ ସ୍ଥାନିତ କରିଛନ୍ତି। 

Continue Readingଶ୍ରୀଲଙ୍କା କ୍ରିକେଟ ବୋର୍ଡକୁ ନିଲମ୍ବିତ କଲେ ସରକାର

ଆଇସିସି ବିଶ୍ବକପ ୨୦୨୩: ଶ୍ରୀଲଙ୍କାକୁ ହରାଇ ସେମିରେ ଭାରତ

  • Post category:କ୍ରୀଡା
  • Reading time:1 mins read

ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚଳିତ ବିଶ୍ୱକପ୍‌ର ୩୩ତମ ଲିଗ ମ୍ୟାଚ୍‌ ମୁମ୍ବାଇ ୱାଙ୍ଖେଡେ ଷ୍ଟାଡିୟମ୍‌ରେ ଆଜି ଖେଳାଯାଇଥିଲା। ଆଜିର ଏହି ମ୍ୟାଚରେ ଟସ୍‌ ଜିତି ଶ୍ରୀଲଙ୍କା ବୋଲିଂ ପାଇଁ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରି ୮ ୱିକେଟ ହରାଇ ୩୫୭ ରନ କରିଥିଲା। ଶ୍ରୀଲଙ୍କାକୁ ଏହି ମ୍ୟାଚ ଜିତିବାକୁ ହେଲେ ୩୫୮ ରନର ଲକ୍ଷ୍ୟ ରହିଥିଲା।

Continue Readingଆଇସିସି ବିଶ୍ବକପ ୨୦୨୩: ଶ୍ରୀଲଙ୍କାକୁ ହରାଇ ସେମିରେ ଭାରତ